ହାଇୱା ଧକ୍କାରେ ୨ ମୃତ

ଗଡ଼ମଧୁପୁର: ଯାଜପୁର ଜିଲ୍ଲା ଜେନାପୁର ଥାନା ଅଞ୍ଚଳର ଚଡ଼େଇଧରାରୁ ଢେଙ୍କାନାଳ ଯିବା ରାସ୍ତାରେ ଦୁର୍ଘଟଣା । ହାଇୱା ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଛି କ୍ଷ ମୃତକ ଚଡେଇଧରା ଗାଁର ମୁଦୁଲିକ୍ରସର ଛକ ନିକଟର ନବଘନ ପରିବା (୬୨ ବର୍ଷ) ଓ ସନିଆ ପ୍ରଧାନ (୫୫ ବର୍ଷ) ବୋଲି ଜଣାପଡିଛି କ୍ଷ
ସୂଚନା ମୁତାବକ, ୨ ଜଣ ବ୍ୟକ୍ତି ରାତିରେ ନିଜ ଚାଷ ଜମିକୁ ଜଗିଥିଲେ । ଏତିକି ବେଳେ ବାରମାଣ ପଟୁ ପଥର ବୋଝେଇ ଗାଡ଼ି ଦ୍ରୁତ ଗତିରେ ଆସି ୨ ଜଣଙ୍କ ଉପରେ ମାଡ଼ିଯାଇଥିଲା କ୍ଷ ଫଳରେ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା । ଏସମ୍ପର୍କରେ ଖବର ପାଇ ଜେନାପୁର ଥାନା ଆଇଆଇସି, ଫାଣ୍ଡି ଅଧିକାରୀ ଓ ସ୍ଥାନୀୟ ୧ ୨ ନଂ ଜୋନର ମଣ୍ଡଳ ସଭାପତି ଶ୍ରୀବତ୍ସ ଧୀର ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ଧର୍ମଶାଳା ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇ ଥିବା ଜଣାପଡିଛି । ​​​​​​​

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ