NOC ନ ନେଲେ କଟକରେ ପୂଜା ମଣ୍ଡପ ମନା

କଟକ: NOC ନ ହେଲେ ଦୁର୍ଗା ପୂଜା ବନ୍ଦ। ଏଭଳି କଡା ଆଭିମୁଖ୍ୟ ନେଇଛି କଟକ ଜିଲ୍ଲା ପ୍ରଶାସନ। କଟକରେ ୧୫୭ ପୂଜା ମଣ୍ଡପରୁ ୧୧୭ ପୂଜା ମଣ୍ଡପ ନେଇଛନ୍ତି NOC। ବାକି ୪୦ ପୂଜା କମିଟି NOC ନେବା ପାଇଁ ଆଉ ଗୋଟିଏ ଦିନ ଧାର୍ଯ୍ଯ ହେବ। ସେହିଦିନ ଯେଉଁ ପୂଜା କମିଟି NOC ନେବେ ନାହିଁ ସେମାନେ ପୂଜା କରିପାରିବେ ନାହିଁ। ଜିଲ୍ଲାପ୍ରଶାସନର ପୂଜା ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ ଏଭଳି ସୂଚନା ଦେଇଥିବା ଜଣାପଡ଼ିଛି।

  • Related Posts

    ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

    ଭୁବନେଶ୍ୱର: ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର ଚଏସ୍‌ ଲକିଙ୍ଗ୍‌ କରିଥିବାବେଳେ ପ୍ରଥମ ମେଧାତାଲିକାରେ ୨୮୨୫ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି।…

    Continue reading
    ‘ଜ୍ଞାନଦୋୟ-ଶିକ୍ଷାରୁ ସମୃଦ୍ଧି’ ଯୋଜନା ସମ୍ପର୍କିତ ମାର୍ଗଦର୍ଶିକା ଜାରି

    ଭୁବନେଶ୍ୱର: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍‌ମିଶନ ଫି’, ଡେଭଲପ୍‌ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ ଅନ୍ୟାନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ