ଖାଲି ପଡ଼ିଛି ନୂଆପଡ଼ା ବିଧାନସଭା ଆସନ; ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ନୂଆପଡ଼ା ବିଧାନସଭା ସିଟ୍ ଖାଲି, ପ୍ରକାଶ ପାଇଲା ବିଜ୍ଞପ୍ତି। ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କର ଦେହାନ୍ତ ପରେ ନୂଆପଡ଼ା ବିଧାନସଭା ଆସନ ଖାଲି ରହିଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାନୁଯାୟୀ, ରାଜେନ୍ଦ୍ର ଢୋଲକିଆ ୨୦୦୪, ୨୦୦୯, ୨୦୧୯ ଓ ୨୦୨୪ରେ ନୂଆପଡ଼ା ଆସନରୁ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଥରେ ସ୍ଵାଧୀନରେ ଓ ୩ ଥର ବିଜେଡି ଟିକଟରୁ ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ବିଧାନସଭାକୁ ଯାଇଥିଲେ। ସେ ବିଜେଡିର ଜଣେ ତୁଙ୍ଗ ନେତା ଥିଲେ । ଦୀର୍ଘଦିନର ଅସୁସ୍ଥତା ପାଇଁ ସେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୮ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ବିଧାୟକ ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଆସନ ଖାଲି ପଡ଼ିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

  • Related Posts

    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading
    ନାବାଳିକାଙ୍କୁ ଗଣଦୁଷ୍କର୍ମ , ଦୁଇ ନାବାଳକଙ୍କୁ ଧରିଲା ପୁଲିସ

    କଟକ : କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ କେନ୍ଦ୍ର କରି ବାଦାମବାଡ଼ି ଥାନାରେ ମାମଲା ରୁଜୁ ପରେ ପୁଲିସ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ