କଟକ: ଆସନ୍ତା ନଭେମ୍ବର ୫ରୁ କଟକ ବାଲିଯାତ୍ରା ଆରମ୍ଭ ହେବ । ନଭେମ୍ବର ୫ରୁ ୧୨ ଯାଏଁ ଚାଲିବ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ଏଥର ଉପର ନୁହେଁ, ତଳ ପଡ଼ିଆରେ ଷ୍ଟଲ ପଡ଼ିବ ।

କଟକ: ଆସନ୍ତା ନଭେମ୍ବର ୫ରୁ କଟକ ବାଲିଯାତ୍ରା ଆରମ୍ଭ ହେବ । ନଭେମ୍ବର ୫ରୁ ୧୨ ଯାଏଁ ଚାଲିବ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ଏଥର ଉପର ନୁହେଁ, ତଳ ପଡ଼ିଆରେ ଷ୍ଟଲ ପଡ଼ିବ ।
ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…
ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…