ଯବାନଙ୍କ ଗୁଳିରେ ୨ ମାଓବାଦୀ ନିପାତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୨ ଜଣ ନକ୍ସଲ ନିପାତ ହୋଇଛନ୍ତି। ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ବିଶେଷ ସୂତ୍ରରୁ ପୁଲିସ ଖବର ପାଇଥିଲା ଯେ ବିଜାପୁର ଜିଲ୍ଲାର ଦକ୍ଷିଣ ପଶ୍ଚିମ ଅଂଚଳରେ ମାଓବାଦୀ କ୍ୟାମ୍ପ କରି ରହିଛନ୍ତି।
ତୁରନ୍ତ ଯବାନ ଅପରେସନ ଆରମ୍ଭ କରିଦେଇଥିଲେ। ଆଜି ସକାଳୁ ନକ୍ସଲ ସୁରକ୍ଷାକର୍ମୀଙ୍କୁ ଦେଖିବା ମାତ୍ରେ ଅତର୍କିତ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ପାଲଟା ଜବାବ ଦେଇଥିଲେ। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ନକ୍ସଲ ଛତ୍ରଭଙ୍ଗ ଦେଇଥିଲେ। ପରେ ଯବାନ ଘଟଣାସ୍ଥଲରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ୨ ନକ୍ସଲଙ୍କର ମୃତଦେହକୁ ଠାବ କରିବା ସହ ୩୦୩ ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ଜବତ କରିଛି।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ