ଅବକାରୀ ନୀତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଚଳିତ ମାସରୁ ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବାକୁ ଯାଉଛି । ଏହାପୂର୍ବରୁ ନୂଆ ଅବକାରୀ ନୀତି ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ନିକଟରେ ଏକ ପ୍ରତିନିଧି ଦଳ ଦୁଇଟି ରାଜ୍ୟକୁ ଗସ୍ତ କରି ସେଠାକାର ଅବକାରୀ ନୀତି ସମ୍ପର୍କରେ ରିପୋର୍ଟ ପ୍ରସ୍ତୁତ କରୁଛି। ସେହି ତଥ୍ୟକୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରାଯିବ। ପରେ ସେସବୁର ତର୍ଜମା କରି ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ନେଇ ରାଜ୍ୟସରକାର ନିଷ୍ପତି ନେବେ।

  • Related Posts

    ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    -ପ୍ରଥମ ପର୍ଯ୍ୟାୟରେ ୧୦ଟି ଦେଶକୁ ଭିସା ସେବା, ପରେ ଅନ୍ୟାନ୍ୟ ଦେଶକୁ ଭିସା ସୁବିଧା ଉପଲବ୍ଧ ହେବ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱର ବାବା ସାହେବ ଆମ୍ୱେଦକର ବସ୍‌ ଟର୍ମିନାଲ ବରମୁଣ୍ଡା ଠାରେ VFS ଗ୍ଲୋବାଲ ଦ୍ୱାରା…

    Continue reading
    ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ। ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା ଅନୁଷ୍ଠିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ