ଖୁବ୍‌ଶୀଘ୍ର ୨୫୦ ରେଡିଓଗ୍ରାଫରଙ୍କୁ ଦିଆଯିବ ନିଯୁକ୍ତିପତ୍ର: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର:ରାଜ୍ୟ ସମସ୍ତ ସରକାରୀ ହସ୍ପିଟାଲରେ ରହିବେ ରେଡିଓଗ୍ରାଫର। ଖୁବ୍‌ଶୀଘ୍ର ୨୫୦ ରେଡିଓଗ୍ରାଫରଙ୍କୁ ଦିଆଯିବ ନିଯୁକ୍ତିପତ୍ର। ରେଡ଼ିଓଗ୍ରାଫି ଦ୍ଵାରା ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ। ଆଗାମୀ ଦିନରେ ଅଧିକ ପୋଷ୍ଟ ବାହାର କରିବାକୁ ଲକ୍ଷ ରଖିଛି ସ୍ବାସ୍ଥ୍ୟ ବିଭାଗ। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ସ୍ବାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍‌ଓୟୁ ହେବ। ଏହା ଦ୍ବାର ସାଢ଼େ ୩ କୋଟି ଓଡ଼ିଶାବାସୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ। ଏହି କାର୍ଡ ଦ୍ବାରା ହିତାଧିକାରୀ କାଶ୍ମୀରରୁ କନ୍ୟାକୁମାରୀ ଯାଏଁ ୨୭ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟ ସୁବିଧା ପାଇପାରିବେ। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ରାଜ୍ୟରେ ହ୍ରାସ ପାଉଛି ଏଡ଼ସ ରୋଗୀଙ୍କ ସଂଖ୍ୟା। ଆଗାମୀ ୨୦୩୦ ସୁଦ୍ଧା ଶୂନ୍ୟ ହେବ ନୂଆ ଏଡ଼ସ ଆକ୍ରାନ୍ତଙ୍କ ସଂଖ୍ୟା। ସକ୍ରିୟ ୫୦ ହଜାର ଏଡ଼ସ କେସ ବର୍ତ୍ତମାନ ସାରା ରାଜ୍ୟରେ ରହିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୦ ହଜାର ଏଡ଼ସ ରୋଗୀ ରହିଛନ୍ତି। ସର୍ବନିମ୍ନ ୧୫୦ ରୋଗୀ ସୋନପୁରର ଅଛନ୍ତି ।ଆଉ ରୋଗୀ ମଧ୍ୟ ବିଶେଷ ରାଜ୍ୟରେ ଚିହ୍ନଟ ହେଉନାହାନ୍ତି। ୨୦୩୦ ସୁଦ୍ଧା ଆଉ କେହି ଆକ୍ରାନ୍ତ ନ ହୁଅନ୍ତି ତାକୁ ନେଇ ବ୍ୟବସ୍ଥା କରିବ ସ୍ବାସ୍ଥ୍ୟ ବିଭାଗ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ