ବିଜେଡି ଛାଡିଲେ ବଡମ୍ବା ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ଵର: ବିଜୁ ଜନତା ଦଳକୁ ଆଉ ଏକ ବଡ ଝଟକା ଲାଗିଛି। କିଛି ଦିନ ହେବ ଅନେକ ନେତା ବିଜେଡି ଛାଡୁଛନ୍ତି। ଆଜି ପୁଣି ବିଜେଡି ଦଳର ଜଣେ ଟାଣୁଆ ନେତା ଦଳ ଛାଡିଛନ୍ତି। ଆଜି ଦଳରୁ ଇସ୍ତଫା ଦେଇଛନ୍ତି ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି। ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ନେଇ ସେ ଦଳର ସୁପ୍ରିମୋଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ବର୍ତ୍ତମାନ ସେ ଏବେ କେଉଁ ଦଳକୁ ଯିବେ , ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ପାରିନାହିଁ। ଇସ୍ତଫା ଦେବା ସମୟରେ ସେ କହିଛନ୍ତି ଯେ ଲୋକଙ୍କ ସେବା କରିବି ଏବଂ ଅଞ୍ଚଳର ବିକାଶ ପାଇଁ ଚେଷ୍ଟା ଜାରି ରଖିବି।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ