ଫେଙ୍ଗାଲ ପ୍ରଭାବ: ରାଜଧାନୀରେ ହାଲୁକା ବର୍ଷା

ଭୁବନେଶ୍ୱର: ବାତ୍ୟା ଫେଙ୍ଗାଲ ପ୍ରଭାବରେ ପାଗରେ ପରିବର୍ତ୍ତନ । ସକାଳୁ ରାଜଧାନୀରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା । ବର୍ଷା ଛାଡିଲେ ବଢ଼ିପାରେ ଶୀତ ପରିମାଣ । ଗତ ଦୁଇ ଦିନ ହେଲା ରାଜ୍ୟରେ ଏକାଧିକ ସ୍ଥାନରେ କୋହଲା ପାଗ ଦେଖିବାକୁ ମିଳିଥିଲା । ସ୍ଥାନେସ୍ଥାନେ ହାଲୁକା ବର୍ଷା ମଧ୍ୟ ରେକର୍ଡ ହୋଇଛି । ତାମିଲାନାଡ଼ୁରେ ଫେଙ୍ଗାଲ ସ୍ଥଳଭାଗ ଛୁଇଁବା ପରେ ଏହାର ପ୍ରଭାବ ରାଜଧାନୀ ସମେତ ରାଜ୍ୟ ଅନ୍ୟାନ ସ୍ଥାନରେ ଦେଖିବାକୁ ମିଳିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ହାଲୁକା ବର୍ଷା ରେକର୍ଡ ହୋଇଛି । ସେପଟେ ସ୍ଥଳଭାଗ ଛୁଇଁବା ପରେ ତାମିଲନାଡ଼ୁରେ ତାଣ୍ଡବ ରଚିଛି ଫେଙ୍ଗାଲ ।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ