ଭୁବନେଶ୍ୱର: ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ ମଦ ଦୋକାନକୁ ପୁଣି ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଶନିବାର ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ବନ୍ଦ ମଦ ଦୋକାନକୁ ପୁନର୍ବାର ଖୋଲିବାକୁ ବିଭାଗ ତରଫରୁ ଅନୁମତି ଦିଆଯାଇଛି । ସେହିପରି ୪ଟି ନୂଆ ଠିପି ଖୋଲା ମଦ ଦୋକାପ ଓ ୩ଟି ନୂଆ ମଦ କାରଖାନା ଖୋଲିବାକୁ ପ୍ରସ୍ତାବ ଦିଆଯାଇଛି । ବାଲେଶ୍ୱରରେ ସର୍ବାଧିକ ୧୭ଟି ମଦ ଦୋକାନ ରାଜ୍ୟ ସରକାର ଖୋଲିବେ ।
ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍ଶୀଘ୍ର ସାରା ଓଡ଼ିଶାର କଲେଜ…








