କଟକ: ବିଏସ୍ଇ ସମ୍ପାଦକ ବଦଳିଛନ୍ତି। ସରୋଜ ବେହେରା ବିଏସ୍ଇର ନୂଆ ସମ୍ପାଦକ ହୋଇଛନ୍ତି। ST/SC ବିଭାଗ ଯୁଗ୍ମ ସଚିବ ଥିବା ସରୋଜଙ୍କୁ ବୋର୍ଡ ସମ୍ପାଦକ ଦାୟିତ୍ୱ ଦିଆଯାଇଛି। ସମ୍ପାଦକ ଦାୟିତ୍ୱରେ ଥିବା ସୋନିଆ ମିଶ୍ର ଅବକାରୀ ଅତିରିକ୍ତ କମିଶନର ହୋଇଛନ୍ତି।

ଭୁବନେଶ୍ୱର, ୭ ।୧୦ : ରାଜ୍ୟରେ ଆଇଏଏସ୍ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ…
ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, ଘରୋଇ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସାଧାରଣ ବ୍ୟବସାୟିକ କାର୍ଯ୍ୟକଳାପ ବନ୍ଦ ରହିବ । ସରକାରୀ ଓ ବେସରକାରୀ ଅଫିସ୍, ଶିକ୍ଷାନୁଷ୍ଠାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନର ସାଧାରଣ କାର୍ଯ୍ୟକଳାପ ବନ୍ଦ ପାଇଁ ଗଣତାନ୍ତ୍ରିକ ଭାବେ ପିକେଟିଂ…