ଅପରାଧ ତାଲିକା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମବାର ବିଧାକସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ରାଜ୍ୟର ଅପରାଧ ତାଲିକା ଦେଇଛନ୍ତି । ଜୁନରୁ ନଭେମ୍ବର ମଧ୍ୟରେ ଘଟିଥିବା ଅପରାଧର ତାଲିକା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ତାଙ୍କ ସୂଚନା ଅନୁଯାୟୀ ଏହି ସମୟ ସୀମା ମଧ୍ୟରେ ୫୦୯ ଦୁଷ୍କର୍ମ, ୭୦୯ ନାବାଳିକା ଦୁଷ୍କର୍ମ ମାମଲା ରୁଜୁ ହୋଇଛି । ସେହିପରି ୪୫୯ଟି ହତ୍ୟା, ମହିଳା ହତ୍ୟା ୧୬୧ ଓ ୯୨୪୮ଟି ମହିଳା ନିର୍ଯାତନା ମାମଲା ରୁଜୁ ହୋଇଛି । ଏହାଛଡ଼ା ୨୪ଟି ଯୌତୁକଜନିତ ହତ୍ୟା ଓ ୫୩୯୮ଟି ଯୌତୁକଜନିତ ନିର୍ଯାତନା ମାମଲା ରୁଜୁ ହୋଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ଦେଇଛନ୍ତି ।

  • Related Posts

    ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

    ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

    Continue reading
    ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

    ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ