ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ଵର :​‌ ପାର୍ବଣକୁ ଫିକା କରିପାରେ ଲଘୁଚାପ ଜନିତ ବର୍ଷା। ଆସନ୍ତା ୧ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୦ ତାରିଖରେ ଆଣ୍ତାମାନ୍ ସାଗରରେ ନୂଆ ଘୂର୍ଣ୍ଣିବଳୟ ପ୍ରବେଶ କରିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଅଧିକାଂଶ ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।

  • Related Posts

    ଆଜିଠୁ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ, ୧୭ ତାରିଖ ଯାଏ ଚାଲିବ

    ଭୁବନେଶ୍ୱର,: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ  ଆନୁକୁଲ୍ୟରେ ରାଜ୍ୟବ୍ୟାପୀ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା’ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ…

    Continue reading
    ହୀରାକୁଦ: ଖୋଲିଲା ଆଉ ୪ ଗେଟ୍

    ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ପାଇଁ ବଢ଼ିଲା ଜଳସ୍ତର । ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ