ପୁରୀ ଯିବେ ସବୁ ଦଳର ବିଧାୟ, ଦେଖିବେ ନୌସେନା ଦିବସ

ଭୁବନେଶ୍ୱର: ଆସନ୍ତା ୪ ତାରିଖରେ ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ନୌସେନା ଦିବସରେ ଯୋଗଦେବା ପାଇଁ ସବୁ ଦଳର ବିଧାୟକ ପୁରୀ ଯିବେ ବୋଲି ବାଚସ୍ପତି ସୁରମା ପାଢ଼ୀ ଗୃହରେ ଘୋଷଣା କରିଛନ୍ତି। ବିଧାୟକମାନେ ମଧ୍ୟାହ୍ନ ୧୨ଟା ୩୦ରେ ବିଧାନସଭା ପରିସରରେ ଲଞ୍ଚ କରି ପୁରୀ ଯିବେ ବୋଲି ବାଚସ୍ପତି କହିଛନ୍ତି। ନୌସେନା ଦିବସ ଦେଖିବା ପରେ ବିଧାୟକମାନେ ପୁରୀରୁ କୋଣାର୍କ ଯିବେ। ସେଠାରେ କୋଣାର୍କ ମହୋତ୍ସବ ଦେଖି ପୁଣି ଭୁବନେଶ୍ୱର ଫେରି ଆସିବାର କାର୍ୟ୍ୟକ୍ରମ ରହିଛି।

ସୂଚନା ଯୋଗ୍ୟ, ଭାରତୀୟ ନୌସେନା ଦିବସ ପାଳନ ନେଇ ପୁରୀ ବେଳାଭୂମିରେ ସମସ୍ତ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ଏଥିରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ ହୋଇ ରଣକୌଶଳ ଦେଖାଇବେ। କାର୍ୟ୍ୟକ୍ରମରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଅତିଥି ଭାବେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଏପରିକି କାର୍ୟ୍ୟକ୍ରମରେ ଯୋଗ ଦେବାନେଇ ଗଜପତି ମହାରାଜାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ