ଭୂସ୍ଖଳନରେ ବାପ ପୁଅ ନିଖୋଜ

ପାରଳାଖେମୁଣ୍ଡି:ଗଜପତି ଜିଲ୍ଲାରେ ଗତକାଲି ଦିନତମାମ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ କିଛି ମାତ୍ରାରେ ଭୁସ୍ଖଳନ ହୋଇଥିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ପେକେଟ ଗାଁ ନିକଟରେ ରାସ୍ତାରେ ଭୂସ୍ଖଳନ ଘଟିଛି। ସେହି ଗାଁର ବାପ ପୁଅ ନିଖୋଜ ଅଛନ୍ତି।ମାଟି ତଳେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି।
ପେକଟ ଗାଁର କାର୍ତ୍ତିକ ଶବର(୭୦) ଓ ତାଙ୍କ ପୁଅ ରାଜୀବ ଶବର ମାଟି ତଳେ ଚାପି ରହିଥିବା ସନ୍ଦେହ କରାଯାଉଛି। ପକେଟ୍ ଗାଁ ନିକଟରେ ଭୂସ୍ଖଳନ ଯୋଗୁଁ ରାୟଗଡ଼ଠାରୁ ରା.ଊଦୟଗିରି ବ୍ଲକ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ସେହିପରି ଗୁମ୍ମା ବ୍ଲକର ଅଢେଇ ଗାଁ ନିକଟରେ ମଧ୍ୟ ରାସ୍ତା କଡ଼ରୁ ମାଟି ଅତଡା ଖସିଛି। ଫଳରେ ଅଢେଇ ଗାଁ ଓ କୁଜାସିଂ ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଛି। ଏଣେ ସନ୍ଧାନୀ କୁକୁର ସାହାଯ୍ୟରେ ଖୋଜାଖୋଜି ଜାରି ରହିଛି।

  • Related Posts

    ଏଗ୍ରିଷ୍ଟାକକୁ ନେଇ ଚାଷୀଙ୍କୁ ଆଶ୍ୱସ୍ତ କଲା କ୍ୟାବିନେଟ

    ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜ୍ୟର ଚାଷୀଙ୍କୁ ଆଶ୍ୱସ୍ତ କରିବା ଭଳି ସୂଚନା ସାମ୍ନାକୁ ଆସିଛି । ଏଗ୍ରିଷ୍ଟାକକୁ ନେଇ ଚାଷୀଙ୍କୁ…

    Continue reading
    କ୍ୟାବିନେଟ: OSWAS 3.0କୁ ମଞ୍ଜୁରି

    ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ରାଜ୍ୟ କ୍ୟାବିନେଟ ୬ଟି ବିଭାଗର ୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଓଡ଼ିଶା ରାଜ୍ୟ କାର୍ଯ୍ୟପ୍ରବାହ ସ୍ୱୟଂଚାଳନ ପ୍ରଣାଳୀ ବା OSWAS 3.0…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ