ନୂଆପଡା ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡା ଜିଲା ଗସ୍ତ କରୁଛନ୍ତି । ଜିଲାରେ ୧୧୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କାର୍ୟ୍ୟକ୍ରମରେ ଯୋଗ ଦେବେ । ଏନେଇ ମୁଖ୍ୟମନ୍ତ୍ରୀ ନିଜେ ଏକ୍ସରେ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କ ସରକାର, ଜନକଲ୍ୟାଣ ଓ ବିକାଶକୁ ସର୍ବଦା ପ୍ରାଥମିକତା ଦେଇ ଆସିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ନୂଆପଡା ଜିଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଗୁଡିକ ଉଦଘାଟନ ହେ । ଏହି ପ୍ରକଳ୍ପ ଗୁଡିକ କୃଷି, ଶିକ୍ଷା ଓ ସ୍ୱାସ୍ଥ୍ୟ ଏବଂ ଗ୍ରାମ୍ୟ ଉନ୍ନୟନ ଭଳି କ୍ଷେତ୍ରରେ ବିପୁଳ ଅଭିୃବଦ୍ଧି ଆଣିବା ସହ ଉନ୍ନତ ସଂଯୋଗୀକରଣ, ସ୍ଥାନୀୟ ନିଯୁକ୍ତି ସୃଷ୍ଟି ଏବଂ ଜୀବନଧାରଣମାନର ଉନ୍ନତିକୁ ସୁନିଶ୍ଚିତ କରିବ । ସର୍ବସ୍ପର୍ଶୀ ଓ ସମାବେଶୀ ବିକାଶ ସହ ଓଡ଼ିଶାର ଜନ ସାଧାରଣଙ୍କ ସେବା କରି ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମ ସରକାର ସଂକଳ୍ପବଦ୍ଧ ।ଆଗକୁ ନୂଆପଡାରେ ଉପନିର୍ବାଚନ ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇଛି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ