ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା । ଦୀର୍ଘ ସମୟ ଧରି ଘଡ଼ ଘଡ଼ି ସହ ପ୍ରବଳ ଛେଚିଲା ବର୍ଷା । ଯାହା ଫଳରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଏବେ ଜଳବନ୍ଦୀ ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଦୀର୍ଘ ୪୫ ମିନିଟ ଧରି ଜୋରଦାର ବର୍ଷା ହେବା ଫଳରେ ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ପାଣି ଲହଡ଼ି ଭାଙ୍ଗୁଛି ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଉତ୍ତର ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ତେଲଙ୍ଗାନା ଏବଂ ଦକ୍ଷିଣ ଛତିଶଗଡ଼ରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ