ଜଳିଗଲା ୩୦ ବାଇକ୍‌

କୋଣାର୍କ : କୋଣାର୍କରେ ଭୟବହ ଅଗ୍ନିକାଣ୍ଡ, ଜଳିଗଲା ୩୦ ବାଇକ୍। ମାଧିପୁର ଛକ ନିକଟ ବ୍ୟାଟେରି ବାଇକ୍ ସୋରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରି ବିସ୍ଫୋରଣରୁ ନିଆଁ ଲାଗିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ୩ଟି ଦମକଳ ଗାଡି ନିଆଁ ଲିଭାଇବା କାର୍ୟ୍ୟରେ ନିୟୋଜିତ ଅଛନ୍ତି। ସୋରୁମ୍‌ରେ ଥିବା କର୍ମଚାରୀ ଏବଂ ଗ୍ରାହକ ସୁରକ୍ଷିତ ଥିବା ଜଣାପଡିଛି।

  • Related Posts

    ୩,୫୯୦ କୋଟିର ଋଣ ଜାଲିଆତି ଜିପିଆଇଏଲ୍‌ରେ ଇଡି ଚଢ଼ଉ

    ଭୁବନେଶ୍ବର: କୋଟି‌େ‌କାଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ପଶ୍ଚିମବଙ୍ଗ ଏବଂ ଓଡ଼ିଶାରେ ଥିବା ଗୁପ୍ତା ପାୱାର ଇନ୍‌ଫ୍ରାଷ୍ଟ୍ରକ୍ଚର ଲିମିଟେଡ୍‌ (ଜିପିଆଇଏଲ୍‌) ଏବଂ ଏହାର ସହସଂସ୍ଥାଗୁଡ଼ିକ ଉପରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚଢ଼ଉ କରିଛି। ପଶ୍ଚିମବଙ୍ଗ ଓ ଓଡ଼ିଶାର ମୋଟ ୯ଟି ସ୍ଥାନରେ…

    Continue reading
    ଆଜି ଆଣ୍ଡାମାନ ସାଗରରେ ପହଞ୍ଚିବ ଘୂର୍ଣ୍ଣିବଳୟ

    ଭୁବନେଶ୍ବର: ଥାଇଲାଣ୍ଡ ଉପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଶନିବାର ମାଲାକ୍କା ସମୁଦ୍ର ସନ୍ଧି ପ୍ରଣାଳୀ ଉପରେ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଆଜି ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଅଞ୍ଚଳରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ