ବାଲିଯାତ୍ରା ଗ୍ରାଉଣ୍ଡ୍‌ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା

କଟକ: ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରି ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲାପାଳ। ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରାଯାଇଛି। ବାଲିଯାତ୍ରା ଗ୍ରାଉଣ୍ଡଠାରୁ ୫ କିମି ପରିଧି ପାଇଁ କଟକଣା ଜାରି ହୋଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ ଉଡ଼ାଣ ମନା। ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ୍‌, UAV, ଡ୍ରୋନ୍‌ ମନା। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି। ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ।

  • Related Posts

    ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ :କ୍ୟାଡର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ

    ଭୁବନେଶ୍ୱର: ଓଡ଼ିଶା ସୂଚନା ସେବା ସଂଘ ( ଓଆଇଏସଏ) ପକ୍ଷରୁ ଏହାର ବାର୍ଷିକ ଉତ୍ସବ-୨୦୨୬ ଆଜି ଭୁବନେଶ୍ୱରସ୍ଥିତ ଭାରତୀୟ ବିଦ୍ୟା ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ବିଭିନ୍ନ ଉପଖଣ୍ଡ, ଜିଲ୍ଲା, ରାଜସ୍ୱ ଆୟୁକ୍ତ କାର୍ଯ୍ୟାଳୟ ସମେତ ରାଜ୍ୟ…

    Continue reading
    ଜାଗୋ ସମାଜରେ ସକାରାତ୍ମକ ପରିବର୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

    ଭୁବନେଶ୍ୱର: ସମାଜରେ ପରିବର୍ତନ ଆଣିବାକୁ ହେଲେ ପ୍ରଥମେ ନିଜ ଭିତରେ ପରିବର୍ତନ ଆଣିବା ଆବଶ୍ୟକ । ଆମର ଚିନ୍ତାଧାରା, ଆଚରଣ ଓ କାର୍ଯ୍ୟରେ ସକାରାତ୍ମକତା ଆଣିବା ଜରୁରୀ । ଏହିଭଳି ଏକ ମହତ୍ ଉଦ୍ଦେଶ୍ୟ, ଦୃଢ଼ ସଂକଳ୍ପ ଓ ସମର୍ପିତ ପ୍ରୟାସର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ