୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୬ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ ବୋଲି ସୂଚନା ମିଳିଛି । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର ସୂଚନା ଦେଇଛନ୍ତି । ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ୍‍ ହେବେ ବୋଲି ସେ କହିଛନ୍ତି ।
ତେବେ ବିଜେପିରୁ ଏପର୍ୟ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନଥିବା ବେଳେ ଜୟ ଢୋଲକିଆଙ୍କ ନାଁ ଚୂଡାନ୍ତ ହୋଇଛି, କେବଳ ଘୋଷଣା ବାକି ରହିଛି । ବିଜେପି ଏହି ଉପନିର୍ବାଚନରେ ୫୦ହଜାରରୁ ଅଧିକ ଭୋଟରେ ଜିତିବ ବୋଲି କୁହାଯାଇଛି ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ