ପ୍ରଫୁଲ ସାମଲଙ୍କୁ ମିଳିଲା ନୂଆ ଦାୟିତ୍ୱ

ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲଙ୍କୁ ମିଳିଛି ନୂଆ ଦାୟିତ୍ୱ। ତାଙ୍କୁ ବିଜୁ ଶ୍ରମିକ ସାମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ୬ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ପ୍ରଫୁଲ୍ଲ ସାମଲ। ୧୯୯୦ ଓ ୧୯୯୫ରେ ସେ ଜନତା ଦଳ ଟିକେଟରେ ଭଦ୍ରକ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ୨୦୦୧ରେ ଭଦ୍ରକ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ସେ ବିଜେଡି ଟିକେଟରେ ଛିଡ଼ା ହୋଇ ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୯ ପର୍ଯ୍ୟନ୍ତ ସେ ବିଜେଡି ଟିକେଟରେ ଭଣ୍ଡାରିପୋଖରୀ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୨୪ରେ ପୁଣି ଭଦ୍ରକ ଆସନରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ ପ୍ରଫୁଲ୍ଲ ସାମଲ। ତେବେ ସେ ବିଜେପିର ସୀତାଂଶୁ ଶେଖର ମହାପାତ୍ରଙ୍କଠାରୁ ପରାସ୍ତ ହୋଇଥିଲେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ