ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଦୁର୍ଘଟଣାରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଦହିଜଙ୍ଗା ବ୍ରିଜ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ଅଙ୍ଗନବାଡି ସୁପରଭାଇଜର ବୋଲି ଜଣାଯାଇଛି। ସ୍ୱାମୀସ୍ତ୍ରୀ ଆଜି ସକାଳେ ପାଇକସାହିରୁ ନିମାପଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ ଦହିଜଙ୍ଗା ବ୍ରିଜ୍‌ ଉପରେ ଏକ ଦ୍ରୁତ ଗତିରେ ଆସି ଦମ୍ପତିଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଥିଲା। ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଯାଇଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସ୍ଥାନୀୟ ଲୋକେ ଅଟକ ରଖିଛନ୍ତି। ହେଲେ ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ