ଝିଅମାନେ ଭାରତକୁ ଗର୍ବିତ କରିଛନ୍ତି:ରାଷ୍ଟ୍ରପତି

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ମହିଳା କ୍ରିକେଟ୍ ବିଶ୍ୱକପ୍-୨୦୨୫ରେ ବିଜୟ ପାଇଁ ଭାରତୀୟ ଟିମ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିନନ୍ଦନ ଜଣାଇଛନ୍ତି। ମୁମ୍ବାଇରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତୀୟ ମହିଳା କ୍ରିକେଟ ଦଳର ପ୍ରଦର୍ଶନ ନେଇ ଭାରତୀୟମାନେ ଗର୍ବ କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁମୁର୍ କହିଛନ୍ତି, ଏହି ବିଜୟ ପାଇଁ ଭାରତୀୟ ମହିଳା କ୍ରିକେଟ୍ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ! ସେମାନେ ପ୍ରଥମ ଥର ପାଇଁ ଏହାକୁ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେମାନେ ଭଲ ଖେଳୁଛନ୍ତି ଏବଂ ଆଜି ସେମାନେ ସେମାନଙ୍କ ପ୍ରତିଭା ଏବଂ ପ୍ରଦର୍ଶନ ସହିତ ଉପଯୁକ୍ତ ଫଳାଫଳ ପାଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ମହିଳା କ୍ରିକେଟକୁ ଆହୁରି ଉଚ୍ଚ ପ୍ରଦର୍ଶନରେ ନେଇଯିବ। ଝିଅମାନେ ଭାରତକୁ ଯେଉଁଭଳି ଭାବରେ ଗର୍ବିତ କରିଛନ୍ତି ମୁଁ ତାହାର ପ୍ରଶଂସା କରୁଛି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ