୨ କେଜି ବ୍ରାଉନସୁଗର ଜବତ, ଜଣେ ଗିରଫ

ବାଲେଶ୍ଵର: ବାଲେଶ୍ବର ଜିଲ୍ଲା ଅରଡ ବଜାରରୁ ୨ କିଲୋ ବ୍ରାଉନସୁଗର ଜବତ କରିଛି ଅବକାରୀ ବିଭାଗ। ବ୍ରାଉନସୁଗାର କାରବାର କରୁଥିବା ଜଣେ ଅଭିଯୁକ୍ତକୁ ଗରିଫ କରାଯାଇଥିବାବେଳେ ଅନ୍ୟଜଣେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଗିରଫ ଅଭିଯୁକ୍ତରା ନାଁ ଅମଜାଦ ଖାଁ ବୋଲି ଜଣାପଡ଼ିଛି। ପଶ୍ଚିମବଙ୍ଗରୁ ବ୍ରାଉନସୁଗର ଆଣି ଅରଡ ବଜାରରେ ଗଚ୍ଛିତ ରଖିଥିଲେ। ଅରଡବ ଜାରରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଚାଲାଣ କରାଯାଉଥିଲା। ଗୁଇନ୍ଦା ସୂଚନା ଆଧାରରେ ଅବକାରୀ ବିଭାଗ ଏହି ଚଢାଉ କରି ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ସୂଚନା।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ