ବିଶ୍ଵ ଚମ୍ପିଆନ ଝିଅଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ଗତ ରବିବାର ଦିନ ଭାରତୀୟ ମହିଳା କ୍ରିକେଟ ଦଳ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାଜିତ କରି ପ୍ରଥମ ଥର ଲାଗି ମହିଳା ବିଶ୍ଵକପ ଟାଇଟଲ ହାସଲ କରିଥିଲା।

ପ୍ରଧାନମନ୍ତ୍ରୀ ଏହି ଐତିହାସିକ ବିଜୟ ପାଇଁ ଭାରତୀୟ ମହିଳା କ୍ରିକେଟ ଦଳକୁ ଶୁଭେଚ୍ଛା ଜଣାଇଥିଲେ। ପୂରା ଟୁର୍ଣ୍ଣାମେଣ୍ଟ ଅବସରରେ ଝିଅମାନେ ପ୍ରଦର୍ଶନ କରିଥିବା କ୍ରୀଡ଼ା ମନୋଭାବ, ସଂଘର୍ଷର ପ୍ରଶଂସା କରିଥିଲେ ମୋଦୀ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତୀୟ ମହିଳା ଦଳ ପ୍ରାରମ୍ଭିକ ପରାଜୟ ଏବଂ ସାମାଜିକ ଗଣମାଧ୍ୟମରେ ସମାଲୋଚନା ସତ୍ବେ ଜବରଦସ୍ତ ପ୍ରଦର୍ଶନ କରି ଟାଇଟଲ ହାସଲ କରିଛି। ଏହା ପ୍ରତି ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ।

  • Related Posts

    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading
    ଦିଲ୍ଲୀ ହୋଟେଲ ନିଆଁରେ ୨୧ ମୃତ

    ଦକ୍ଷିଣ ଦିଲ୍ଲୀର ମାଲବୀୟ ନଗରର ଗୋଟିଏ ହୋଟେଲରେ ଘଟିଥିବା ଭୟଙ୍କ ଅଗ୍ନିକାଣ୍ଡ ୨୧ ଜଣଙ୍କ ଜୀବନ ନେଇଛି। ସେହିପରି ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡରେ ଆହତ ହୋଇଥିବା ୮ ଜଣ ଏବେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି। ମୃତାହତଙ୍କ ମଧ୍ୟରେ ରହିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ