୯ଟା ସୁଦ୍ଧା ୧୪.୯୯ ପ୍ରତିଶତ ଭୋଟିଂ

ନୂଆପଡା : ନୂଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଛି। ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବାକୁ ପ୍ରଶାସନ ଓ ପୁଲିସ ତତ୍ପର । ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି। ଆସନ୍ତା ୧୪ରେ ଭୋଟ୍‌ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି। ନୂଆପଡ଼ା ନିର୍ବାଚନମଣ୍ଡଳୀ(୭୧)ର ଉପ-ନିର୍ବାଚନ ପାଇଁ ୩୫୮ ବୁଥ ରହିଛି। ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସରକାରୀ ନେସନାଲ ଉଚ୍ଚ ବିଦ୍ୟାଳୟରେ ୨ଟି, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୋଟିଏ, ଖରିଆରରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ସରକାରୀ ଉଚ୍ଚ ବିଦ୍ୟାଳୟ ଖରିଆର ରୋଡରେ ୩ଟି ଏପରି ମୋଟ ୬ଟି ପିଙ୍କ ବୁଥ୍‌ କରାଯାଇଛି ।

  • Related Posts

    ୧୬୯ ଜନଜାତି ଗୋଷ୍ଠୀକୁ ST ମାନ୍ୟତା ଦାବି ଦୋହରାଇଲେ ନବୀନ

    ଭୁବନେଶ୍ୱର: ଓଡ଼ିଶାର ୧୬୯ଟି ଜନଜାତି ଗୋଷ୍ଠୀକୁ ଅନୁସୂଚିତ ଜନଜାତି (ST) ତାଲିକାରେ ସାମିଲ କରିବା ଦାବି ଦୋହରାଇଛନ୍ତି ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଦାବି ହାସଲ ପାଇଁ ବିଜେଡିର ଉଦ୍ୟମ…

    Continue reading
    ଆଦିବାସୀମାନଙ୍କ ଉନ୍ନତି ସାଧିତ କରିବା ବିଜୁ ଜନତା ଦଳର ଲକ୍ଷ୍ୟ: ବିଜେଡି

    ଭୁବନେଶ୍ୱର: ଜନଜାତିଙ୍କ ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଜଣାଇ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ବିଶ୍ୱ ଆଦିବାସୀ ଦିବସ ଏବଂ ମହାନ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ବିଜୁ ଜନତା ଦଳର ଆଦିବାସୀ ସେଲ୍ର ଆବାହକତ୍ୱରେ ଆୟୋଜିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ