୧୯ରେ ମିଳିବ ପିଏମ-କିଷାନର ୨୧ତମ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଆସନ୍ତା ୧୯ ତାରିଖ (ବୁଧବାର) ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩.୭୦ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇସାରିଲାଣି।

  • Related Posts

    ଭାରତୀୟ ବିମାନ ପାଇଁ ପାକିସ୍ତାନ ପୁଣି ବଢ଼ାଇଲା ବ୍ୟାନ୍

    ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ତିକ୍ତତାର ପ୍ରଭାବ ଏବେ ବିମାନ ଚଳାଚଳ ଉପରେ ଦେଖିବାକୁ ମିଳିଛି । ପାକିସ୍ତାନ ପକ୍ଷରୁ ଭାରତୀୟ ବିମାନ ଗୁଡ଼ିକ ପାଇଁ ଏହାର ଆକାଶମାର୍ଗ ବ୍ୟବହାର କରିବାରେ ଥିବା କଟକଣାକୁ ଆଉ ଏକ…

    Continue reading
    ନକଲି ମଦ ପିଇ ୫ ମୃତ

    ନୂଆଦିଲ୍ଲୀ : ଗୁଜରାଟର ଭାବନଗର ଜିଲ୍ଲାରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ଆସୁଛି। ଭାବନଗରର ଘୋଘା ତାଲୁକାର ଖରକାଡି ଗାଁରେ ନକଲି ମଦ ପିଇ ୫ ଜଣଙ୍କର ମୃତ୍ୟୁ ହୋଇଛି, ଯେତେବେଳେ କି ଅନ୍ୟ ୨୦ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ