ହ୍ୟୁମାନ ସାଗରଙ୍କୁ ଭେଟିଲେ ପତ୍ନୀ ଶ୍ରେୟା ମିଶ୍ର

ଭୁବନେଶ୍ୱର: ହ୍ୟୁମାନ ସାଗରଙ୍କୁ ଭେଟିଲେ ପତ୍ନୀ ଶ୍ରେୟା ମିଶ୍ର । ଆଇସିୟୁରେ ପହଞ୍ଚି ହ୍ୟୁମାନଙ୍କୁ ଦେଖା କଲେ । ଏନେଇ ତାଙ୍କ ମାମୁ ଗଗନ ବାଗ୍ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ପରେ ଏମ୍‌ସ ନିର୍ଦ୍ଦେଶକ ହ୍ୟୁମାନ ସାଗରଙ୍କ ନିକଟରେ ପହଞ୍ଚି ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି ।

ଏବେ ବି ଭେଣ୍ଟିଲେଟରରେ ଅଛନ୍ତି କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଗତକାଲି ଅପେକ୍ଷା ଆଜି ସ୍ୱାସ୍ଥ୍ୟାବସ୍ଥା ସାମାନ୍ୟ ଭଲ ହୋଇଥିବା ହ୍ୟୁମାନ ସାଗରଙ୍କ ମାମୁ ଗଗନ ବାଗ୍ ସୂଚନା ଦେଇଛନ୍ତି । ସେହିପରି ମ୍ୟୁଜିକ ଡାଇରେକ୍ଟର ଜାପାନୀ ଏମ୍ସ ପହଞ୍ଚି ହ୍ୟୁମାନଙ୍କ ସ୍ୱାସ୍ଥ୍ୟ ବାବଦରେ ପଚାରି ବୁଝିଛନ୍ତି । ସମସ୍ତଙ୍କୁ ପର୍ଥାନା କରିବାକୁ ଅନୁରୋଧ କରିଛନ୍ତି । ସେପଟେ ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ ହ୍ୟୁମାନ ସାଗରଙ୍କ ପରିବାର ଲୋକଙ୍କ ସହ କଥା ହୋଇଛନ୍ତି । ଆବଶ୍ୟକ ପଡ଼ିଲେ ହ୍ୟୁମାନ ସାଗରଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇପାରେ ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ