ଆଳୁ ଚାଷ ପାଇଁ ୬୪ କୋଟି ଖର୍ଚ୍ଚ

ଭୁବନେଶ୍ୱର: ରବି ଋତୁରେ ଆଳୁ ଚାଷ ପାଇଁ ୬୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ବୁଧବାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏହି ସୂଚନା ଦେଇଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ୧୫ ହଜାର ୨୩ ହେକ୍ଟର ଆଳୁ ଚାଷ ପାଇଁ ଯୋଜନା ହୋଇଛି । ଆଳୁ ଗଚ୍ଛିତ ରଖିବାକୁ ଶୀତଳଭଣ୍ଡାରର ବ୍ୟବସ୍ଥା କରାଯାଉଛି ବୋଲି ଶ୍ରୀ ସିଂହଦେଓ ସୂଚନା ଦେଇଛନ୍ତି ।
ସେହିପରି ପୂର୍ବ ସରକାରଙ୍କ ଆଳୁ ମିଶନ ଫେଲ ମାରିଥିବା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି । ବୁଧବାର ବିଧାନସଭାରେ ଏହା କହିଛନ୍ତି ଶ୍ରୀ ସିଂହଦେଓ ।
ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶାକୁ ଆଳୁ ଦେବାରେ ପଶ୍ଚିମବଙ୍ଗ ବ୍ଲାକମେଲ କରୁଛି । ଓଡ଼ିଶାରେ ଆଳୁ ଉପôାଦନ କରି ଅନ୍ୟ ଉପରେ ନିର୍ଭରଶୀଳ ନହେବାକୁ ରାଜ୍ୟ ସରକାର ବଦ୍ଧ ପରିକର । କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନର ଉତ୍ତରରେ ଶ୍ରୀ ସିଂହଦେଓ ଏହା କହିଛନ୍ତି ।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ