୧୧ଙ୍କ ମାଓବାଦୀ ଆତ୍ମ ସମର୍ପଣ

ମାଲକାନଗିରି : ସଙ୍ଗଠନ ଛାଡୁଛନ୍ତି ମାଓବାଦୀ। ଛତିଶଗଡ ସୁକୁମା ଏସପିଙ୍କ ନିକଟରେ ୧୧ ଜଣ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ତେବେ ଏହି ୧୧ ଜଣ ମାଓବାଦୀ ଗତ କିଛି ବର୍ଷ ଧରି ମାଓ ସଙ୍ଗଠନରେ ଥିଲେ। ଏବଂ ବିଭିନ୍ନ ହିଂସାକାଣ୍ଡରେ ମଧ୍ୟ ଏମାନଙ୍କ ସମ୍ପୃକ୍ତି ରହିଥିଲା। ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ସେମାନେ ମାଓ କ୍ୟାମ୍ପ ଛାଡିଥିବା ନିଜ ପ୍ରତିକ୍ରିୟାରେ କହିଛନ୍ତି ।
ଗତକାଲି ଛତିଶଗଡ଼ରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଥିଲେ । ସକାଳୁ ଛତିଶଗଡ଼ ଦାନ୍ତେୱାଡା ଜିଲ୍ଲାର ଦକ୍ଷିଣ ଅବୁଝମାଡ଼ ଜଙ୍ଗଲରେ ପୋଲିସ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ । ଏଥିରେ ସୁରକ୍ଷାବାହିନୀ ଗୁଳିରେ ୭ ଜଣ ନକ୍ସଲ ନିହତ ହୋଇଥିବା ବସ୍ତର ଆଇଜି ପି. ସୁନ୍ଦରରାଜ ସୂଚନା ଦେଇଥିଲେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ