୨ ମହିଳାଙ୍କ ମୃତଦେହ ଜବତ

କଣ୍ଟାବାଞ୍ଜି: ଟ୍ରେନ୍‌ ଲାଇନରେ ପଡ଼ିଛି ୨ ମହିଳାଙ୍କ ମୃତଦେହ। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ କୁକୁଡାହାଡ଼ ଯିବା ଟ୍ରାକ ପାଖରେ ଦୁଇ ମହିଳାଙ୍କ ମୃତଦେହ ଠାବ ହୋଇଛି। ତେବେ ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ଜଣେ ବୃଦ୍ଧା ମହିଳାଙ୍କ ବୟସ ୫୦ରୁ ୫୫ ବର୍ଷ ହେଇଥିବାବେଳେ ଅନ୍ୟ ଜଣେ ମହିଳାଙ୍କ ବୟସ ୪୦ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳରେ କଣ୍ଟାବାଞ୍ଜି ଜିଆରପି ପୁଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

  • Related Posts

    ରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

    ଭୁବନେଶ୍ୱର: ମନ୍ଦିରରୁ ସୁନା ମୂର୍ତ୍ତି ନେଇଗଲେ ଡକାୟତ । କୋଟି କୋଟି ଟଙ୍କାର ଠାକୁରଙ୍କୁ ଚୋରି କରି ନେଇଗଲେ ଲୁଟେରା । କୌଣସି ଉପାନ୍ତ ଗାଁ ନୁହେଁ ରାଜଧାନୀ ଛାତି ଉପରେ ହୋଇଛି ଏଭଳି ଲୁଟ୍ । ଗୋଟିଏ କି ଦୁଇଟି…

    Continue reading
    ୩ ଆୟକର ଅଧିକାରୀଙ୍କ ନାଁରେ ମାମଲା ରୁଜୁ କଲା ସିବିଆଇ

    ଭୁବନେଶ୍ୱର: ପାନ୍ କାର୍ଡ ଅଚଳ କରିବାକୁ ଜଣେ ଚାଷୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିବା ମହଙ୍ଗା ପଡିଛି ଆୟକର ବିଭାଗର ୩ ଅଧିକାରୀଙ୍କୁ । ସିବିଆଇ ୩ ଜଣଙ୍କ ନାଁରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ