୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ଗତ ତା.୨୮.୧୦.୨୦୨୪ ରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ସେମାନଙ୍କ ପାଇଁ କେବଳ ଏହି ଶୁଣାଣି ଉଦ୍ଦିଷ୍ଟ ହେବ। ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ।ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସେହିପରି ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ଅନୁରୋଧ ମଧ୍ୟ କରାଯାଇଛି।

  • Related Posts

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍‌ଆରଏଫ୍‌ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ