
ନୂଆଦିଲ୍ଲୀ: ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି କଥା ଟା ସତ । ହଲରେ ଦଳାଚକଟା ମାମଲାରେ ପୁଲିସ ତାଙ୍କୁ ଗିରଫ କରିଛି । ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରାଯିବା ପରେ ତାଙ୍କୁ ଚିକଡ଼ପଲ୍ଲୀ ପୁଲିସ ଷ୍ଟେସନକୁ ନିଆଯାଇଛି । ଗତ ୪ ତାରିଖରେ ପୁଷ୍ପା-୨ର ଷ୍କ୍ରିନିଂ ବେଳେ ଦଳାଚକଟା ହୋଇଥିଲା । ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳାଚକଟା ହୋଇଥିଲା । ଏହି ଦଳାଚକଟାରେ ଜଣେ ମହିଳାଙ୍କ ମୃତୁ୍ୟ ହୋଇଥିଲା ।




