ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ୍ ଆବେଦନ ରାୟ ସଂରକ୍ଷିତ

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲା। ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ବିଜେଡି ନେତା ମଦନ ଦଳେଇ, ସହଯୋଗୀ ଶୂନ୍ୟ ଚନ୍ଦ୍ର ଦାସ, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓ ସୁନୀଲ ହୋତାଙ୍କ ଜାମିନ ଆବେଦନ ଶୁଣାଣି ଶେଷ ହୋଇଛି। ବିକ୍ରମ ପଣ୍ଡାଙ୍କ ସମେତ ୫ ଜଣଙ୍କ ଜାମିନ୍ ଆବେଦନ ରାୟ ସଂରକ୍ଷିତ ରଖିଲେ କୋର୍ଟ । ଆସନ୍ତା ୧୨ରେ ଜାମିନ୍ ଆବେଦନର ରାୟ ପ୍ରକାଶ ପାଇବ। କେସ୍କୁ ଜିଲ୍ଲାଦୌରା ଜଜ୍ କୋର୍ଟରୁ ADJ-୩କୁ ମାମଲା ସ୍ଥାନାନ୍ତରିତ କରାଯାଇଛି। ଏନେଇ ବିକ୍ରମ ପଣ୍ଡାଙ୍କ ଓକିଲ ଦୀପକ ପଟ୍ଟନାୟକ ସୂଚନା ଦେଇଛନ୍ତି। ଅନ୍ୟପରେ ପୁଲିସକୋର୍ଟରେ ସିଡି (କେସ୍ ଡାଏରୀ) ଦାଖଲ କରିଛି।

ସୂଚନା ଅନୁଯାୟୀ ପୀତବାସ ପଣ୍ଡାଙ୍କୁ ଅକ୍ଟୋବର ୬ କୁମାର ପୂର୍ଣ୍ଣିମା ରାତି ୧୦ଟାରେ ବୈକୁଣ୍ଠନଗର ଛକରେ ଗୁଳି କରି ହତ୍ୟା କରାଯାଇଥିଲା । ଏହି ମାମଲାରେ ବିକ୍ରମ କୁମାର ପଣ୍ଡାଙ୍କ ସହ ୧୬ ଜଣଙ୍କୁ ପୁଲିସ ଗିରଫ କରିଥିଲା।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ