ରାଜ୍ୟରେ ଦେଢ ବର୍ଷରେ ମଲେଣି ୧୩୬ଟି ହାତୀ

ଭୁବନେଶ୍ଵର : ରାଜ୍ୟରେ ଥମୁନି ହାତୀ ମଣିଷ ଲଢେଇ। ଶିକାରୀ ଫାଶ ଓ ପ୍ରତିଶୋଧ ପରାୟଣତା ପାଇଁ ବଳି ପଡ଼ୁଛି ନିରୀହ ପଶୁ। ଦେଢ ବର୍ଷରେ ମଲେଣି ୧୩୬ଟି ହାତୀ। ବିଧାନସଭାରେ ଜଙ୍ଗଲ ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ଉତ୍ତରକୁ ନେଇ ଉଦବେଗ।

ଜଙ୍ଗଲ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଗତ ଦେଢ ବର୍ଷ ଭିତରେ ୧୩୬ଟି ହାତୀଙ୍କର ମୃତ୍ୟୁ ହୋଇଛି। ଶିକାରୀ ଦ୍ଵାରା ୪ଟି, ଲୋକଙ୍କ ପ୍ରତିଶୋଧ ପରାୟଣତା ପାଇଁ ୪ଟି, ବିଦ୍ୟୁତ ଆଘାତରେ ୪୨ଟି, ଟ୍ରେନ୍ ଧକ୍କାରେ ୪ଟି, ରୋଗଗ୍ରସ୍ତ ହୋଇ ୩୧ଟି ଓ ଅନ୍ୟାନ୍ୟ ପ୍ରାକୃତିକ କାରଣ ପାଇଁ ୩୧ଟି ହାତୀଙ୍କର ମୃତ୍ୟୁ ହୋଇଛି। ସେହିପରି ୨୦ଟି ହାତୀଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ହାତୀ ମୃତ୍ୟୁରେ ସଂଶ୍ଲିଷ୍ଟ ଥିବା ୯୨ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସମସ୍ତ କେସ୍‌କୁ ନିୟମିତ ତଦାରଖ କରାଯାଉଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ