ଆଜି ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍

ଭଦୋଦରା: ଗୁଜରାଟର ଭଦୋଦରାସ୍ଥିତ କୋଟାମ୍ବି ଷ୍ଟାଡିୟମରେ ଆଜି ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚରେ ବିଜୟ ସହ ଭାରତ ନୂଆ ବର୍ଷରେ ନିଜର ଅଭିଯାନ ଆରମ୍ଭ କରିବାକୁ ଉଦ୍ୟମ କରିବ। ଏହି ମ୍ୟାଚରେ ଭାରତର ଦୁଇ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଉପରେ ସମସ୍ତଙ୍କ ନଜର ରହିବ।
ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜରେ ଉଭୟ ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିଥିଲେ। ଏହି ସିରିଜରେ କୋହଲି ୨ଟି ଶତକ ଅର୍ଜନ କରିଥିବାବେଳେ ଗୋଟିଏ ଅର୍ଦ୍ଧଶତକ ଅର୍ଜନ କରିଥିଲେ। ସେହିପରି ରୋହିତ ଦୁଇଟି ଅର୍ଦ୍ଧଶତକ ଅର୍ଜନ କରିଥିଲେ। ଅନ୍ୟପକ୍ଷରେ ଖରାପ ଫର୍ମ କାରଣରୁ ଟି-୨୦ ଟିମରୁ ବାଦ ପଡ଼ିଥିବା ଶୁବମନ ଗିଲଙ୍କ ଉପରେ ବି ସମସ୍ତଙ୍କ ନଜର ରହିବ। ସେ ଏକ ଭଲ ଇନିଂସ ଖେଳି ଫର୍ମକୁ ଫେରିବାକୁ ଚେଷ୍ଟା କରିବେ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ