ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’

ଭୁବନେଶ୍ୱର: ଖୁବ୍‌ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍‌। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ସହ କେନ୍ଦ୍ରୀୟ ଟିମ୍‌ର ଆଲୋଚନା ହୋଇଛି।

ଏହି ଯୋଜନାକୁ କିଭଳି କାର୍ଯ୍ୟକାରୀ କରାଯିବ ସେ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ନୂଆ ଆର୍ଥିକ ବର୍ଷ ପୂର୍ବରୁ ଏହି ଯୋଜନା କାର୍ଯକାରୀ ହେବା ନେଇ ଆଶାବାଦୀ ରହିଛୁ ବୋଲି ସଚିବ କହିଛନ୍ତି।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ