ନୂଆବର୍ଷରୁ ଲାଗୁ ହେବ ୟୁସିସି, ଘୋଷଣା କଲେ ଏହି ରାଜ୍ୟ ସରକାର

ନୂଆବର୍ଷ ଅର୍ଥାତ ୨୦୨୫ ଜାନୁୟାରୀରୁ ଉତ୍ତରାଖଣ୍ଡରେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ(ୟୁସିସି)। ଏହାକୁ ଲାଗୁ କରିବାରେ ଉତ୍ତରାଖଣ୍ଡ ହେବ ଦେଶର ପ୍ରଥମ ରାଜ୍ୟ। ବିଜେପି ଶାସିତ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଏଥିପାଇଁ ଏକ ପୋର୍ଟାଲ ଏବଂ ମୋବାଇଲ ଆପ୍ଲିକେସନ ପ୍ରସ୍ତୁତ କରାଯାଇଥିବା ରାଜ୍ୟ ସରକାର କହିଛନ୍ତି। ଲୋକଙ୍କ ପାଇଁ ସହଜ ହେଲା ପରି ଆପ୍‌ ଜରିଆରେ ସେମାନେ ପଞ୍ଜୀକରଣ, ଆବେଦନ ଏବଂ ଅନ୍ୟାନ୍ୟ ସେବା ହାସଲ କରିପାରିବେ।

ମୁଖ୍ୟମନ୍ତ୍ରୀ ଧାମି କହିଛନ୍ତି, ଉତ୍ତରାଖଣ୍ଡର ୟୁସିସି ଆଇନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ଵାସର ଭାବନା ସହିତ ସମାଜକୁ ଏକ ନୂଆ ଦିଗ ପ୍ରଦାନ କରିବେ। ଏହି ଆଇନ ସଶକ୍ତିକରଣର ଦ୍ଵାର ଖୋଲିବ, ବିଶେଷକରି ଦେବଭୂମିର ମହିଳା ଏବଂ ଶିଶୁଙ୍କ ଲାଗି ସହାୟକ ହେବ।

  • Related Posts

    ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ରସାୟନ ବିଜ୍ଞାନରେ ନୋବେଲ

    ଷ୍ଟକହୋମ: ୨୦୧୮ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି । କାଗାନ ଏବଂ ସୋଇଙ୍କ ଗବେଷଣାର ମୁଖ୍ୟ ବିଷୟ…

    Continue reading
    ୨୫ ପଏଣ୍ଟ ବଢ଼ିଲା ରେପୋ ହାର, ବଢ଼ିବ ଇଏମ୍‌ଆଇ

    ମୁମ୍ବାଇ/୦୭/୧୦: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି କରି ୫.୫% କରିଛି । ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରାୟ ସାଢେ ତିନି ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ