ଆଜି ନବୀନ ନିବାସରେ ବସିବ ରାଜନୈତିକ ବ୍ୟାପାର କମିଟି

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳର ବଡ଼ ବୈଠକ ବସୁଛି । ସନ୍ଧ୍ୟା ୫ଟାରେ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ପ୍ରଶ୍ନ ଉଠୁଛି, କଣ ହେବ ଆଲୋଚନା ? ଦୁଇ ଜଣଙ୍କ ଆକ୍ସନ ପରେ କାହା ଉପରେ ହେବ କି କାର୍ୟ୍ୟାନୁଷ୍ଠାନ ?

ଏସବୁ ଦିଗ ଉପରେ ନଜର ରହିବ । ବିଜେଡିର ସବୁଠାରୁ ଶକ୍ତିଶାଳୀ କମିଟି ହେଉଛି ରାଜନୈତିକ ବ୍ୟାପାର କମିଟି । ଅରବିନ୍ଦ ମହାପାତ୍ର ଓ ସନା ମହାକୁଡ଼ଙ୍କ ନିଲମ୍ବନ ପରେ ଏହି ବୈଠକ ବସୁଥିବାରୁ ବୈଠକରେ କଣ ଆଲୋଚନା ହେବ ତାହାରି ଉପରେ ସମସ୍ତଙ୍କ ନଜର ରହିବ ।

  • Related Posts

    ହାଇକୋର୍ଟ ଗେଟ୍ ଆଗରେ ୩୪ ପୋଡି ପାଉଁଶ

    କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…

    Continue reading
    ଶ୍ଵାସରୁଦ୍ଧ ହୋଇ ୨ ମୃତ

    ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ