ଏନ୍‌କାଉଣ୍ଟର: ୫ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଏନ୍‌କାଉଣ୍ଟରରେ ଟଳିଲେ ୫ ଆତଙ୍କବାଦୀ। ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ସେନା ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି।

ସେହିପରି ଆତଙ୍କୀଙ୍କ ଗୁଳିମାଡ଼ରେ ଦୁଇ ଜଣ ଯବାନ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନ୍‌କାଉଣ୍ଟର ପରେ ସୁରକ୍ଷାବାହିନୀର ପୁରା ଟିମ୍‌ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜାରି ରଖିଛି। କୁଲଗାମ ଜିଲ୍ଲାର ବେହିବାଗ ଚଝର କଦ୍ଦର ଗ୍ରାମରେ ଏହି ଏନକାଉଣ୍ଟର ଚାଲିଛି। ଏବେବି ଉଭୟ ପାର୍ଶ୍ୱରୁ ଜୋରଦାର ଗୁଳି ବିନିମୟ ଜାରି ରହିଛି।ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସ୍ୱତନ୍ତ୍ର ଗୁଇନ୍ଦା ତଥ୍ୟ ମିଳିଥିଲା। ଏହି ଆଧାରରେ ଭାରତୀୟ ସେନା କୁଲଗାମରେ ମିଳିତ ଅପରେସନ ଆରମ୍ଭ କରିଛି। ଏହି ସମୟରେ ସେନାକୁ ଦେଖି ଆତଙ୍କବାଦୀମାନେ ଆଖିବୁଜା ଗୁଳିମାଡ଼ କରିଥିଲେ। ସେନା ମଧ୍ୟ ଏହାର ପାଲଟା ଜବାବ ଦେଇଛି।

  • Related Posts

    ଆଶୁତୋଷ ଦୀକ୍ଷିତ ବାୟୁସେନା ମୁଖ୍ୟ ନିଯୁକ୍ତ

    ନୂଆଦିଲ୍ଲୀ: ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ କେନ୍ଦ୍ର ସରକାର ନୂଆ ବାୟୁସେନା ମୁଖ୍ୟ (୨୯ତମ) ନିଯୁକ୍ତ କରିଛନ୍ତି। ସେ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ। ସେ ଆସନ୍ତା ୩୧ ତାରିଖରୁ ଦାୟିତ୍ବ ଗ୍ରହଣ କରିବେ। ସେ ଏବେକାର ବାୟୁସେନା ମୁଖ୍ୟ…

    Continue reading
    ଫ୍ରାନ୍‌ସିସ ହାଲ୍‌ଜେନଙ୍କୁ ଫିଜିକ୍ସରେ ନୋବଲ୍ ପୁରସ୍କାର

    ଚଳିତ ବର୍ଷ ପାଇଁ ଫିଜିକ୍ସରେ ନୋବଲ୍ ପୁରସ୍କାର ବିଶିଷ୍ଟ ପଦାର୍ଥ ବିଜ୍ଞାନୀ ଫାନ୍ସିସ ହାଲ୍‌ଜେନଙ୍କୁ ପ୍ରଦାନ କରାଯିବ । ଆଇସ କ୍ୟୁବ୍ ନ୍ୟୁଟ୍ରିନୋ ଅବଜରଭେଟୋରିରେ ତାଙ୍କ ଗବେଷଣା ପାଇଁ ଏହି ପଦାର୍ଥ ବିଜ୍ଞାନୀଙ୍କୁ ଚିଳିତ ବର୍ଷର ନୋବଲ୍ ପୁରସ୍କାର ପ୍ରଦାନ କରାଯିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ