ପୁନଶ୍ଚ ରାଜ୍ୟକୁ ଫେରିବ ଶୀତ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୨ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ଲାଗି ରହିବ। ଅପରପକ୍ଷେ ଆସନ୍ତା ୨ ଦିନ ରାଜ୍ୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ୨ ଦିନ ପରେ ରାଜ୍ୟରେ ପୁନଶ୍ଚ ରାଜ୍ୟକୁ ଶୀତ ଫେରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ ଅନୁଯାୟୀ ୧୯ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ। ସେହିପରି କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ଆସନ୍ତାକାଲି କୁହୁଡ଼ି ନେଇ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

  • Related Posts

    ଧାନ ବିକ୍ରି ପଞ୍ଜୀକରଣ: ଆସୁଛି ସ୍ୱତନ୍ତ୍ର ଆପ୍

    ଭୁବନେଶ୍ୱର: ଧାନ କିଣା ପଞ୍ଜୀକରଣକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ଧାନ ବିକ୍ରି ପଞ୍ଜୀକରଣକୁ ଅଧିକ ସହଜ ଓ ସରଳ କରିବା ପାଇଁ ଆସୁଛି ସ୍ୱତନ୍ତ୍ର ଆପ୍ । ମାଲିକ ନ ଆସିଲେ ବି ଭାଗଚାଷୀ କରିପାରିବେ ପଞ୍ଜୀକରଣ…

    Continue reading
    ଶିମିଳିପାଳରେ ଆସିବେ ବାଘ, ବାଘୁଣୀ

    ଭୁବନେଶ୍ୱର: ଶିମିଳିପାଳରେ ୫ ବର୍ଷୀୟା ବାଘୁଣୀ (ମେଲେନାଷ୍ଟିକ ପ୍ରଜାତି)ର ମୃତ୍ୟୁ ପରେ ବ୍ୟାଘ୍ର ସ୍ଥାନାନ୍ତର ଯୋଜନା ପାଇଁ ପୁଣି ତତ୍ପର ହୋଇଛି ବନ ବିଭାଗ । ବାହାର ରାଜ୍ୟରୁ ଓଡ଼ିଶାକୁ ମହାବଳ ବାଘ ଆଣିବାକୁ ଅଣ୍ଟା ଭିଡ଼ିଛି । ମଧ୍ୟ ଭାରତରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ