ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ପକ୍ଷରୁ ଚଢ଼ାଉ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି।

କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍ କରିଛି ତାହା ଜଣାପଡ଼ି ନାହିଁ। ବେଆଇନ ଅର୍ଥ କାରବାର ନେଇ ନିରଞ୍ଜନଙ୍କ ଘରେ ଇଡି ରେଡ୍‌ କରିଥିବା ସୂଚନା ରହିଛି। ନିରଞ୍ଜନଙ୍କ ନୟାପଲ୍ଲୀ ଘର ସମେତ ତାଙ୍କ ଭାଇ ଓ ଜଣେ ସମ୍ପର୍କୀୟଙ୍କ ଘରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ରହିଛି।ଆଜି ସକାଳ ପ୍ରାୟ ୭ଟାରୁ ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ‍ଫୋର୍ସ ମୃତୟନ କରାଯାଇଛି। ଇଡି ରେଡ୍‌ ନେଇ ନିରଞ୍ଜନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ