ବଦଳିବ ପରିକ୍ରମା ପ୍ରକଳ୍ପ ଡିଜାଇନ୍: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ଵର : ବଦଳିବ ପରିକ୍ରମା ପ୍ରକଳ୍ପ ଡିଜାଇନ୍। ନୂଆ ଡିଜାଇନ ନେଇ ଆଲୋଚନା ଚାଲିଥିବା କହିଲେ ଆଇନ ମନ୍ତ୍ରୀ । ଲୋକଙ୍କ ଧର୍ମୀୟ ଭାବନାକୁ ଦେଖି ନିଷ୍ପତ୍ତି ନିଆଯିବ। ଗୃତ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନ ଯଜ୍ଞ ମଣ୍ଡପ ତିଆରି ହେବ। ୨ ରୁ ୩ ମାସ ଭିତରେ ଏନେଇ ସ୍ପଷ୍ଟ ନିଷ୍ପତ୍ତି ଆସିବ ବୋଲି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ଆଇନ ମନ୍ତ୍ରୀ କହିଛନ୍ତି ଯେ, ନୂଆବର୍ଷରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ବଡ଼ ନିଷ୍ପତ୍ତି। ଏଣିକି ନାଟମଣ୍ଡପ, ଗରୁଡ଼ ସ୍ତମ୍ଭରୁ ବାହାର କାଠ ପର୍ୟ୍ୟନ୍ତ ଯେଉଁଠି ଠିଆ ହେଲେବି କରିପାରିବେ ମହାପ୍ରଭୁଙ୍କ ଦର୍ଶନ। ଏହାଦ୍ୱାରା ଆଉ ଠେଲାପେଲା ହେବନାହିଁ। ସେଥିପାଇଁ ବ୍ୟବସ୍ଥା କରାଯାଇଛି। ଭକ୍ତ ମନ୍ଦିରର ଗୋଟିଏ ପଟେ ପଶିଲେ ଆରପଟ ରାସ୍ତାରେ ବାହାରିବେ। ଭକ୍ତ ଓ ଜଗନ୍ନାଥ ପ୍ରେମୀଙ୍କ ସହଯୋଗ ଲୋଡିଲେ ଆଇନ ମନ୍ତ୍ରୀ। ଦିବ୍ୟାଙ୍ଗ ଓ ବୃଦ୍ଧଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବି ଖୁବ ଶୀଘ୍ର ନୂଆ ବ୍ୟବସ୍ଥା ହେବ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ