ଆଜି ବର୍ଷର ସବୁଠାରୁ ଛୋଟ ଦିନ

ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ।

ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ। ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ। ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ।

  • Related Posts

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    କେନ୍ଦ୍ରାପଡା: ଦୀର୍ଘ ୩୫ ବର୍ଷର ଆଶା, ଅପେକ୍ଷା ଓ ଦୁଃଖର ଅନ୍ତ ଘଟିଛି । ୩୫ ବର୍ଷ ଧରି ନିଖୋଜ ଥିବା ପ୍ରମିଳା ମଲିକ ଶେଷରେ ଆପଣାର ମାଟି ଓ ପରିବାର ନିକଟକୁ ଫେରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌…

    Continue reading
    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରେମ କରୁଛନ୍ତି କି ? ଜାଣିରଖନ୍ତୁ ଏସବୁ କଥା । ଯଦି ମନେରଖିବେ କେବେ ଆପଣଙ୍କର ଗାର୍ଲଫ୍ରେଣ୍ଡ ସହ ହେବନି ଝଗଡ଼ା । ତା ହେଲେ ପଢ଼ିନିଅନ୍ତୁ ଟ୍ଟକଣ କଣ ଇଚ୍ଛାଥାଏ ଗାର୍ଲଫ୍ରେଣ୍ଡଙ୍କର । ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ଇଚ୍ଛାଥାଏ, ଦିନର ପ୍ରଥମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ