ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହେବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ପରୀକ୍ଷାମୂଳକ ଭାବେ ଡିସେମ୍ବର ୩୦ ଏବଂ ୩୧ ତାରିଖରେ ଧାଡି ଦର୍ଶନ ହେବ। ଜାନୁଆରୀ ୧ ତାରିଖ ଅର୍ଥାତ୍ ନୂଆବର୍ଷ ଠାରୁ ଧାଡି ଦର୍ଶନ ହେବ । ଭକ୍ତମାନେ ସାତ ପାହାଚ ଦ୍ଵାର ଦେଇ ପ୍ରବେଶ କରିବାକୁ ଥିବାବେଳେ ଘଣ୍ଟି ଏବଂ ଗାରଦ ଦ୍ଵାରରେ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ଵାରରେ ମହିଳା ଏବଂ ବରିଷ୍ଠ ନାଗରିକମାନେ ପ୍ରସ୍ଥାନ କରିବେ। ଏବଂ ଗାରଦ ଦ୍ଵାରରେ ପୁରୁଷମାନେ ଜଗା ଦର୍ଶନ କରିବେ।

  • Related Posts

    ଟ୍ରକକୁ ପିଟିଲା ବସ ! 2 ମୃତ

    ସମ୍ବଲପୁର: ସ୍ୱାଧୀନତା ଦିବସରେ ବସ ଯାତ୍ରା ସାଜିଲା ଶେଷ ଯାତ୍ରା । ଗନ୍ତବ୍ୟସ୍ଥଳରେ ପହଞ୍ଚିବା ପୂର୍ବରୁ ବାଟରେ ଛକି ବସିଥିଲା ଯମ । ଜିଲ୍ଲାରେ ଜାତୀୟ ରାଜପଥ (55)ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଟ୍ରକକୁ ପଛପଟୁ ପିଟିଥିଲା ସରକାରୀ ବସ ।…

    Continue reading
    ବଲାଙ୍ଗୀରରୁ ବ୍ୟବସାୟୀଙ୍କୁ ଅପହରଣ, ଭୁବନେଶ୍ବରରୁ ଉଦ୍ଧାର

    ବଲାଙ୍ଗୀର: ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର କୁମାର ସାହୁଙ୍କୁ ଅପହରଣର ୨୪ ଘଣ୍ଟା ମଧ୍ୟରେ ଉଦ୍ଧାର କଲା ପୋଲିସ । ମାଷ୍ଟର ମାଇଣ୍ଡ ଗିରଫ ହୋଇଥିବାବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସର ତନାଘନା ଜାରି । ଅପହରଣର କାରଣ ଏବେବି ଅସ୍ପଷ୍ଟ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ