ବର୍ଷା କ୍ଷୟକ୍ଷତିର ଆକଳନ ହେବ: ମନ୍ତ୍ରୀ

ଭୁବନେଶ୍ୱର: ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷୟକ୍ଷତିର ଆକଳନ ହେବ । କ୍ଷୟକ୍ଷତି ପାଇଁ ମନ୍ତ୍ରୀ ବିଭୂତି ଜେନାଙ୍କୁ ଦାୟିତ୍ୱ ଦିଆଯାଇଛି । ଅନେପଟେ ଜିଲ୍ଲାପାଳ ତଥା ଆରସିଡିଙ୍କୁ ମଧ୍ୟ କ୍ଷୟକ୍ଷତିର ତଦାରଖ ଲାଗି ଦାୟିତ୍ୱ ଦିଆଯାଇଛି । କ୍ଷୟକ୍ଷତି ଆକଳନ ପରେ ଚାଷୀଙ୍କୁ ମିଳିବ ଉଚିତ୍ କ୍ଷତିପୂରଣ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ।

ଲଗାଣ ବର୍ଷା ଫଳରେ ବ୍ୟାପକ ମାତ୍ରାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଆଦିନିଆ ବର୍ଷା ଫଳରେ ଧାନଚାଷ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛି। ଲଗାଣ ବର୍ଷା ଯୋଗୁଁଁ ଶହଶହ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। ବିଲରେ ପାଚିଲା ଧାନ ପଡ଼ିଯିବା ସହିତ ପାଣିରେ ବୁଡି ରହିଛି। ଅମଳ ସମୟରେ ଅଦିନିଆ ବର୍ଷା ତାଙ୍କର ବର୍ଷକର ଆହାର ଉପରେ ପାହାର ଦେଇଛି। ଯଦି ରବିବାରସୁଦ୍ଧା ବର୍ଷା କମେ ତେବେ ଧାନବିଲରୁ ପାଣି ଶୁଖିବା ପାଇଁ ଆଠଦିନ ଲାଗିବ। ଏହି ଆଠଦିନ ମଧ୍ୟରେ ପଡ଼ି ଯାଇଥିବା ପାଚିଲା ଧାନ ଗଜା ହୋଇଯିବାର ସମ୍ଭାବନା ରହିଛି। ଯେଉଁ ଧାନ ଗଜା ହେବନି ସେଗୁଡିକ କଳା ଫିମ୍ପି ମାରିଯିବ, ଫଳରେ ସେ ଧାନକୁ ମଣ୍ଡିରେ ମିଲର ନେବନି। ବର୍ଷ ଯାକର ଆହାର ଏହି ଅଦିନିଆ ବର୍ଷା ଛଡାଇ ନେଲା।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ