ଗାଜର ଜୁସ୍ ପିଇଲେ ଏହି ସବୁ ଫାଇଦା

ଶୀତଋତୁରେ ଅନେକ ପନିପରିବା ମିଳେ। ଏସବୁ ପନିପରିବା ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ସେଥିମଧ୍ୟରୁ ଗାଜର ଅନ୍ୟତମ। ଗାଜରରୁ ଭିଟାମିନ୍ ଏ, ଫାଇବର, ଭିଟାମିନ୍ କେ1, ପୋଟାସିୟମ୍ ଏବଂ ଆଣ୍ଟିଅକ୍ସିଡାଣ୍ଟ ମିଳିଥାଏ। ଏହାକୁ ଖାଇବା ଦ୍ୱାରା ଅନେକ ସୁଫଳ ମିଳିଥାଏ। ଖଣ୍ଡ ଗାଜର ଖାଇବା ଅପେକ୍ଷା ଏହାକୁ ଜୁସ୍ କରି ପିଇବା ଅତ୍ୟନ୍ତ ଲାଭଦାୟକ। ଗାଜର ଜୁସ୍ ପିଇବା ଦ୍ୱାରା କି କି ଉପକାରିତା ମିଳେ, ଜାଣନ୍ତୁ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୁଏ?
ପ୍ରତିରକ୍ଷା ପ୍ରଣାଳୀ ବା ଇମ୍ୟୁନିଟି ବୁଷ୍ଟ କରିବାକୁ ଚାହୁଁଥିଲେ ଗାଜର ଜୁସ୍ ଅତ୍ୟନ୍ତ ପ୍ରଭାବଶାଳୀ। ଶୀତଦିନେ ଦୁର୍ବଳ ପ୍ରତିରୋଧକ ଶକ୍ତିକୁ ଦୃଢ କରିବାରେ ଗାଜର ସର୍ବୋତ୍ତମ ହୋଇପାରେ।

ନିୟମିତ ଗାଜର ଜୁସ୍ ପିଇବା ଦ୍ୱାରା ଇମ୍ୟୁନିଟି ବୁଷ୍ଟ ହୋଇଥାଏ, ଫଳରେ ସଂକ୍ରମଣ ଏବଂ ଋତୁକାଳୀନ ରୋଗ ଆଶଙ୍କା ଦୂର ହୁଏ। ଏହା ବ୍ୟତୀତ ଗାଜର ଜୁସ୍ ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ଏବଂ ହୃଦୟ ସ୍ୱାସ୍ଥ୍ୟକୁ ମଜବୁତ କରିବାରେ ମଧ୍ୟ ପ୍ରଭାବଶାଳୀ ହୋଇପାରେ।

ଅନ୍ତନଳୀ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ?
ଗାଜରରେ ଫାଇବର ଥିବାରୁ ଏହା ହଜମ ପ୍ରକ୍ରିୟାରେ ଉନ୍ନତି ଆଣିବାରେ ବେଶ୍ ପ୍ରଭାବଶାଳୀ। କୋଷ୍ଠକାଠିନ୍ୟ ପରି ପେଟ ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଗାଜର ଜୁସ୍ ପିଇପାରିବେ। ଗାଜର ଜୁସ୍ ପିଇବା ଦ୍ୱାରା କେବଳ ସ୍ୱାସ୍ଥ୍ୟ ନୁହେଁ ବରଂ ତ୍ୱଚା ପାଇଁ ମଧ୍ୟ ଖୁବ୍ ଲାଭଦାୟକ ବୋଲି ବିବେଚନା କରାଯାଏ। ପ୍ରତିଦିନ ଗାଜର ଜୁସ୍ ପିଇଲେ କମ୍ ବୟସରୁ ଚର୍ମ କୁଞ୍ଚନ ହୋଇନଥାଏ। ତ୍ୱଚାରେ ଚମକ ରହିଥାଏ। ଏହା ବ୍ୟତୀତ ଗାଜର ଜୁସ୍ ଆଖି ସ୍ୱାସ୍ଥ୍ୟ ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇପାରେ।

  • Related Posts

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    କେନ୍ଦ୍ରାପଡା: ଦୀର୍ଘ ୩୫ ବର୍ଷର ଆଶା, ଅପେକ୍ଷା ଓ ଦୁଃଖର ଅନ୍ତ ଘଟିଛି । ୩୫ ବର୍ଷ ଧରି ନିଖୋଜ ଥିବା ପ୍ରମିଳା ମଲିକ ଶେଷରେ ଆପଣାର ମାଟି ଓ ପରିବାର ନିକଟକୁ ଫେରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌…

    Continue reading
    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରେମ କରୁଛନ୍ତି କି ? ଜାଣିରଖନ୍ତୁ ଏସବୁ କଥା । ଯଦି ମନେରଖିବେ କେବେ ଆପଣଙ୍କର ଗାର୍ଲଫ୍ରେଣ୍ଡ ସହ ହେବନି ଝଗଡ଼ା । ତା ହେଲେ ପଢ଼ିନିଅନ୍ତୁ ଟ୍ଟକଣ କଣ ଇଚ୍ଛାଥାଏ ଗାର୍ଲଫ୍ରେଣ୍ଡଙ୍କର । ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ଇଚ୍ଛାଥାଏ, ଦିନର ପ୍ରଥମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ