ବିଜେଡି ବୁଡ଼ିଲା ଡଙ୍ଗା, ସେ ଡଙ୍ଗାରେ କିଏ ବସିବ:ଜୟନାରାୟଣ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଓ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି । ଘୋଡ଼ା ବେପାରକୁ ନେଇ ପରସ୍ପରକୁ ଉଭୟ ଆକ୍ଷେପ କରିଛନ୍ତି । ବିଜେପି ଘୋଡ଼ା ବେପାର କରୁଛି ବୋଲି ନବୀନ କହିବାସହ ଏହା ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏକ ଅପରାଧ ବୋଲି ନବୀନ କହିଛନ୍ତି ।

ଏହାକୁ କାଉଣ୍ଟର କରି ଜୟନାରାୟଣ ମିଶ୍ର ଏହାର ପାଲଟା ଜବାବ ଦେଇଛନ୍ତି । ଶ୍ରୀ ମିଶ୍ର କହିଛନ୍ତି ନବୀନଙ୍କ ଘୋଡ଼ା ବେପାର ଅଭିଜ୍ଞତା ରହିଛି । ଆମେ ଘୋଡ଼ା ବେପାର କରୁନୁ । ବିବେକାନୁମୋଦିତ ଭୋଟ ମାଗିଛୁ । ବିଜେଡି ବୁଡ଼ିଲା ଡଙ୍ଗା । ସେ ଡଙ୍ଗାରେ କିଏ ବସିବ । ଏଥିରୁ ନବୀନ ପରାଜୟ ସ୍ୱୀକାର କରୁଥିବା ଜଣାପଡ଼ିଗଲାଣି ବୋଲି ଶ୍ରୀ ମିଶ୍ର କହିଛନ୍ତି ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ