ଏୟାର ଷ୍ଟ୍ରାଇକ୍, ୧୫ ମୃତ

ନୂଆଦିଲ୍ଲୀ : ବଡ ଧରଣର ଏୟାର ଷ୍ଟ୍ରାଇକ୍। ଆଫଗାନିସ୍ତାନର ବରମଲରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍ , ୧୫ ମୃତ। ମଙ୍ଗଳବାର ରାତିରେ ପାକିସ୍ତାନ ଏହି ଆକ୍ରମଣ କରିଛି। ଏଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ କିଛି ମହିଳା ଏବଂ ଶିଶୁ ରହିଥିବା ଜଣାପଡିଛି। ଆଫଗାନିସ୍ତାନରେ ଲୁଚି ରହିଥିବା ପାକିସ୍ତାନୀ ତହରିକ୍ ଏ ତାଲିବାନର ଆତଙ୍କବାଦୀଙ୍କୁ ଟାର୍ଗେଟ୍ କରିବା ଲାଗି ପାକିସ୍ତାନ ଏହି ଏୟାର ଷ୍ଟ୍ରାଇକ୍ କରିଛି। ତାଲିବାନ୍ ଆତଙ୍କୀଙ୍କ ତାଲିମ୍ କେନ୍ଦ୍ରକୁ ଧ୍ବଂସ କରାଯିବା ସହ କିଛି ବିଦ୍ରୋହୀ ମଧ୍ୟ ପ୍ରାଣ ହରାଇଛନ୍ତି। ସେପଟେ କାବୁଲରେ ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କରିଛି।

  • Related Posts

    ସାମ୍ବାଦିକଙ୍କ ପାଇଁ ଗାଇଡଲାଇନ ଜାରି

    ଆନ୍ଦୋଳନ ସମୟରେ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛି ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)। ଏଭଳି ସମ୍ବେଦନଶୀଳ ପରିସ୍ଥିତିରେ ଖବର ସଂଗ୍ରହ କରୁଥିବା ସାମ୍ବାଦିକମାନେ କିପରି ନିଜର ସୁରକ୍ଷା ବଜାୟ ରଖିବେ, ବୃତ୍ତିଗତ ନିରପେକ୍ଷତା ଅବଲମ୍ବନ କରିବେ ଏବଂ…

    Continue reading
    ବୋନସ ଘୋଷଣା କଲେ କେନ୍ଦ୍ର ସରକାର

    ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କୁ ୩୦ ଦିନର ‘ନନ-ପ୍ରଡକ୍ଟିଭିଟି ଲିଙ୍କଡ’ (ଆଡ-ହକ) ବୋନସ ପ୍ରଦାନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ବୋନସର ହିସାବ ମାସିକ ୭,୦୦୦ ଟଙ୍କାର ଦରମା ସୀମା ଆଧାରରେ କରାଯାଏ। ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି