ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଭୁବନେଶ୍ବର : ବୁଧବାର ଶ୍ରୀବିଗ୍ରହମାନଙ୍କ ସାଧାରଣ ଦର୍ଶନ ୪ଘଣ୍ଟା ବନ୍ଦ ରହିବ। ଚୈତ୍ର:କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଭକ୍ତଙ୍କ ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

  • Related Posts

    ଆଳୁ ୧୨ ଟଙ୍କାରୁ ଅଧିକରେ ବିକ୍ରି କରି ପାରିବେ ନାହିଁ ଖୁଚୁରା ବ୍ୟବସାୟୀ

    ଭୁବନେଶ୍ୱର: ଖୁଚୁରା ବ୍ୟବସାୟୀ ଆଳୁ ୧୨ ଟଙ୍କାରୁ ଅଧିକରେ ବିକ୍ରି କରି ପାରିବେ ନାହିଁ । ଯଦି ଏହି ନିୟମକୁ ଅଣଦେଖା କରନ୍ତି, ବାନ୍ଧିକି ସିଧା ଜେଲକୁ ପଠାହେବ। ଏମିତି କଡା ନିର୍ଦ୍ଦେଶ ଦେଇଛନ୍ତି ସରକାର । ଏହା ସହ ରାଜଧାନୀର…

    Continue reading
    ପ୍ରଦୂଷଣ ଯାଞ୍ଚ କେନ୍ଦ୍ରରେ ପୁଣି ଭିଡ଼ ଲାଗିଲାଣି

    ଭୁବନେଶ୍ୱର : ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ଯାଞ୍ଚ ଆରମ୍ଭ ହୋଇଛି । ଟୋଲଗେଟ୍ ପାର୍ କଲେ, ମୋଟା ଅଙ୍କର ଇ-ଚାଲଣ କଟୁଛି । ହଜାରେ କି ଦୁଇ ହଜାର ନୁହେଁ, ଏକାବେଳକେ ୧୦ ହଜାର ଟଙ୍କା ଜରିମାନାର ମେସେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ